Site icon Awaj Media

ଗୁମ୍ମା ବ୍ଲକ ଗାଇବା ଠାରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଜୋନ ନମ୍ବର ୩ ଗାଇବା ଠାରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଜେଡ଼ି ଯୁବନେତା ଇଂ. ରୂପେଶ ପାଣିଗ୍ରାହୀ, ଜିଲ୍ଲା ବିଜେଡ଼ି ସଭାପତି ଜଗବନ୍ଧୁ ଦାସ, ଗୁମ୍ମା ବ୍ଲକ ଅଧ୍ୟକ୍ଷା ଶ୍ରୀମତି ସୁନେମି ମଣ୍ଡଳ, ଗୁମ୍ମା ବ୍ଲକ ବିଜେଡ଼ି ସଭାପତି ଅଗଷ୍ଟସ ଗୋମଙ୍ଗ, ଏସଡ଼ିସି ଅଧ୍ୟକ୍ଷା ମରିୟମ ରଇତ, ରାଜ୍ୟ ବିଜେଡ଼ି ସମ୍ପାଦକ ବସନ୍ତ ଦାସ, ମରୁତ ପାଲ , ପ୍ରଦୀପ ନାୟକ , ଜିଲ୍ଲା ଉପସଭାପତି ଲକ୍ଷ୍ମୀକାନ୍ତ ପରିଚ୍ଛା ସମସ୍ତ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ଏବଂ ବହୁ ଯୁବ, ଛାତ୍ର, ମହିଳା, ବ୍ଲକ ସଭାପତି ଏବଂ ବହୁ ସଂଖ୍ୟାରେ ଜନ ସାଧାରଣ ଯୋଗ ଦେଇଥିଲେ | ରୀଙ୍କୁ ଲିମା ପରିଚାଲନା ର ଦାୟିତ୍ଵ ରେ ରହିଥିଲେ ।

Exit mobile version