ଗାୟତ୍ରୀ ପରିବାର ଓ ବିଶ୍ୱ ହିନ୍ଦୁ ପରିଷଦ ଦ୍ୱାରା ପାରଳାଖେମୁଣ୍ଡି ଜଗନ୍ନାଥ ମନ୍ଦିରର ଚତୁଃପାର୍ଶ୍ୱରେ ସଫେଇ କାର୍ଯ୍ୟକ୍ରମ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଜଗନ୍ନାଥ ମନ୍ଦିରର ଚତୁଃପାଶ୍ୱର୍ରେ ପାରଳାଖେମୁଣ୍ଡି ଗାୟତ୍ରୀ ପରିବାର ଓ ବିଶ୍ୱ ହିନ୍ଦୁ ପରିଷଦ ର କାର୍ଯ୍ୟକର୍ତ୍ତା ମାନେ ମିଳିତ ଭାବେ ସଫେଇ କାର୍ଯ୍ୟକ୍ରମ କରିଥିଲେ । ଏଥିରେ ଗାୟତ୍ରୀ ପରିବାରର କାର୍ଯ୍ୟକର୍ତ୍ତା ଓ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା ସନ୍ତୋଷ ଗନ୍ତାୟତ, ମନୋଜ ଦାସ, ରଜନୀକାନ୍ତ ଚୌଧୁରୀ, ବିନୟ ଦାସ, ରଞ୍ଜନ ଦାଶ, ରାଜେଶ, ବିବେକ ଭୂଷଣ ଗନ୍ତାୟତ , ସନ୍ତୋଷ ସାହୁ ପ୍ରମୁଖଙ୍କ ସମେତ ବହୁ କର୍ମୀ ଯୋଗ ଦେଇ ପାରଳାଖେମୁଣ୍ଡି ଜଗନ୍ନାଥ ମନ୍ଦିର ପରିସର ସଫେଇ କରିଥିଲେ ।

Leave a Reply

Your email address will not be published. Required fields are marked *