ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସୁକିନ୍ଦାଗଡ ସ୍ଥିତ ସୁକିନ୍ଦା ମହାବିଦ୍ୟାଳୟରେ N.S.S ପକ୍ଷରୁ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ଅନୁଷ୍ଠିତ ହୋଇଯାଇଛି ! ଆଜିର ଏହି ରକ୍ତଦାନ ଶିବିରରେ ମୁଖ୍ୟ ଅତିଥି ଭାବେ ଥାର୍ଡ ଆଇ, ଆର, ବି, ବାଟେଲିୟନର ଦୂର୍ଗପତି ଲୋଚନ ପଶାୟତ ଓ ସୁକିନ୍ଦା ମହାବିଦ୍ୟାଳୟର ଅଧ୍ୟକ୍ଷ ଜ୍ଞାନରଞ୍ଜନ ନାଏକ ଯୋଗଦେଇ ଆଜିର ଶିବିରକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ କରିଥିଲେ । ଆୟୋଜିତ ରକ୍ତଦାନ ଶିବିରରେ 60 ଜଣ ସ୍ଵେଚ୍ଛାକୃତ ଭାବେ ରକ୍ତଦାନ କରିଥିବା ସୂଚନା ମିଳିଛି ।
ସୁକିନ୍ଦା ମହାବିଦ୍ୟାଳୟରେ N.S.S ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ !!!

