ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ବିଦାୟୀ ରାଜ୍ୟପାଳ ଗଣେଶୀ ଲାଲ୍ଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ! ରାଜଭବନରେ ସୌଜନ୍ୟମୂଳକ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ! କାଲି ବିଦାୟ ନେବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ , ନୂଆ ରାଜ୍ୟପାଳ ରଘୁବର ଦାସ ୩୧ ରେ ଶପଥ ନେବେ !
ବିଦାୟୀ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ !!!

