ବାଣପୁର ବ୍ଲକ ରେ ଜନ ଶୁଣାଣି ଶିବିର !!!

Spread the love

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ପରିସରରେ ଜିଲ୍ଲାପାଳ ଙ୍କ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏହି ଜନ ଶୁଣାଣି ଶିବିରରେ ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ , ଉପ ଜିଲ୍ଲାପାଳ ଦୀପ୍ତି ରଞ୍ଜନ ସେଠି, ତହସିଲଦାର ଟି ପଦ୍ମନାଭ ଦୋରା, ବିଡ଼ିଓ ଶୀତଳ ଅଗ୍ରୱାଲ, ବ୍ଲକ ଅଧକ୍ଷ ଅମରେନ୍ଦ୍ର ରଣସିଂହ, ଜିଲ୍ଲା ପରିଷଦ ଉପାଧକ୍ଷ ଗୋପୀନାଥ ମହାରଣା ପ୍ରମୁଖ ଉପସ୍ଥିତ ରହି ୧୧୭ ଜଣ ଙ୍କର ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା ଏବଂ ପାଞ୍ଚ ଜଣ ହିତାଧିକାରୀ ଙ୍କୁ ସ୍ୱାସ୍ଥ୍ୟ ଚିକିତ୍ସା ନିମନ୍ତେ ୩୨ ହଜାର ଟଙ୍କା ପ୍ରଦାନ କରିଥିଲେ ।।

Leave a Reply

Your email address will not be published. Required fields are marked *