Site icon Awaj Media

ଗୁମ୍ମା ବ୍ଲକ ଉଖୁରା ଓ ତରଭା ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଉଖୁରା ଓ ତରଭା ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଯାଇଛି । ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଗବରା ତିରୁପତି ରାଓ, ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମରୀୟମ୍ ରଇତ, ଜିଲ୍ଲା ବିଜେଡି ସଭାପତି ଶ୍ରୀ ଜଗବନ୍ଧୁ ଦାସ, ଜିଲ୍ଲା ବିଜେଡି ଯୁବ ସଭାପତି ଶ୍ରୀ ସାସନମ ଲିଙ୍ଗରାଜ, ଯୁବନେତା ରୂପେଶ ପାଣିଗ୍ରାହୀ, ରାଜ୍ୟ ସମ୍ପାଦକ ଶ୍ରୀ ମରୁତ୍ ପାଳ, ଆମ ଓଡ଼ିଶା ନବୀନ ଓଡ଼ିଶା ସଂଯୋଜକ ଶ୍ରୀ ୱାଇ ରାମ ଚନ୍ଦ୍ର ରାଓ, ଗୁମ୍ମା ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସୁନେମି ମଣ୍ଡଳ, ଏସ ଡି ସି ସଦସ୍ୟ ମସୁଳନ ରଇତ, ବ୍ଲକ ବିଜେଡି ସଭାପତି ଅଗଷ୍ଟସ ଗମାଙ୍ଗ , ବ୍ଲକ ବିଜେଡି ଯୁବ ସଭାପତି ନୀରୋଜ କୁମାର ଷଡ଼ଙ୍ଗୀ ପ୍ରମୁଖ ଯୋଗ ଦେଇଥିଲେ ।

Exit mobile version