ଓଡିଶା ୟୁନିୟନ ଅଫ ଜର୍ଣ୍ଣାଲିଷ୍ଟ ( OUJ ) ର ୨୬ ତମ ଦ୍ୱିବାର୍ଷିକ ଉତ୍ସବ !!!

Spread the love

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ନିରଞ୍ଜନ ସାହୁ : ଓଡିଶା ୟୁନିୟନ ଅଫ ଜର୍ଣ୍ଣାଲିଷ୍ଟ ର ୨୬ ତମ ଦ୍ୱିବାର୍ଷିକ ଉତ୍ସବ ଏବଂ ପ୍ରତିଷ୍ଠା ଦିବସ ସମାରୋହ ! ରାଜ୍ୟର ଅଗ୍ରଣୀ ସାମ୍ବାଦିକ ସଂଗଠନ ଓୟୁଜେ ର ୫୨ ତମ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମ ରାଜଧାନୀ ଜୟଦେବ ଭବନରେ ଆୟୋଜିତ ହୋଇଯାଇଛି ! ଓଡିଶା ବିଧାନସଭାର ମାନ୍ୟବର ବାଚସ୍ପତି ଶ୍ରୀମତୀ ପ୍ରମିଳା ମଲ୍ଲିକ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ ! ସଂଗଠନର ରାଜ୍ୟ ସଭାପତି ପ୍ରସନ୍ନ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ମନ୍ତ୍ରୀ ତୁଷାରକାନ୍ତି ବେହେରା , ଜଟଣୀ ବିଧାୟକ ସୁରେଶ ରାଉତରାୟ , ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା , ଏନୟୁଜେ ର ସଭାପତି ପ୍ରମୂଖ ସ୍ୱତନ୍ତ୍ର ଅତିଥି ରୂପେ ଉପସ୍ଥିତ ରହିଥିଲେ !

 

Leave a Reply

Your email address will not be published. Required fields are marked *