ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲାମୁଖ୍ୟ ଖବରରାଜ୍ୟସ୍ମାର୍ଟ ସିଟି

ଜାଗମରା ITER ପାଖରେ ୧୨ ଲକ୍ଷ ଟଙ୍କାରେ ତିନି ମହଲା ଘର !!!

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ଜାଗମରା ଅଞ୍ଚଳର ଏକ ଜାଗା ବାଡ଼ି ଘଟଣାକୁ ନେଇ ଖବର ପ୍ରସାରଣ ହେବା ପରେ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ନାଚୁଣୀ ମହାବିଦ୍ୟାଳୟ ପରିସରରେ “ସ୍ୱଚ୍ଛତା ପଖୱାଡ଼ା” କାର୍ଯ୍ୟକ୍ରମ ଅନୁଷ୍ଠିତ !!!

ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ଅଧିନସ୍ଥ ନାଚୁଣୀ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ଦିନ ଅଧ୍ୟକ୍ଷ…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ବାଲେଶ୍ୱର ଓଏସ୍‌ଏସ୍‌ସି ସିଭିଲ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାରେ ବାଲିଗୁଡାର ଅଭିଯୁକ୍ତ ଶିକ୍ଷକ ଗିରଫ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ବାଲେଶ୍ୱର ଓଏସ୍‌ଏସ୍‌ସି ସିଭିଲ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାରେ ବାଲେଶ୍ୱର ପୋଲିସ…

ଆମ ରିପୋଟରଗଜପତିଜିଲ୍ଲା

ଗଜପତି ଜିଲ୍ଲା ବିଜେପି ପକ୍ଷରୁ କାର୍ଗିଲ ବିଜୟ ଦିବସ ପାଳିତ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ବିଜେପି କାର୍ଯ୍ୟାଳୟ ପରିସରରେ କାର୍ଗିଲ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ଭେଟେଶ୍ୱର ଗ୍ରାମ ପଞ୍ଚାୟତ ଠାରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର : ୭୫ ୟୁନିଟ୍ ରକ୍ତ ସଂଗ୍ରହ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ବ୍ଲକ ର ଭେଟେଶ୍ୱର ଗ୍ରାମ ପଞ୍ଚାୟତ ଠାରେ ପି…

ଆମ ରିପୋଟରଗଜପତିଜିଲ୍ଲା

ଆନ୍ଧ୍ର ମନ୍ତ୍ରୀଙ୍କୁ ସୀମାନ୍ତ ରାସ୍ତା ସମସ୍ୟା ଜଣାଇଲେ ଗୋଶାଣୀ ବ୍ଳକ ଅଧ୍ୟକ୍ଷ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଆନ୍ଧ୍ରପ୍ରଦେଶ ର ମନ୍ତ୍ରୀ ତଥା ପଲାସା ବିଧାୟକ ଏସ ଆପ୍ପାଲ ରାଜୁଙ୍କୁ ସୀମାନ୍ତ ଅଞ୍ଚଳର…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଦୁବାଇ ରେ ଓଡିଆ ଶ୍ରମିକଙ୍କ ମୃତ୍ୟୁ : ଏକ ସପ୍ତାହ ପରେ ନିଜ ଘରକୁ ଫେରିଲା ମର ଶରୀର !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ଜଗନାଥପୁର ଗ୍ରାମର ସୁଦର୍ଶନ ଦଣ୍ଡସେଣା ଙ୍କ ପୁଅ ସୁମନ ଦଣ୍ଡସେଣା…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ଗୋଦାବରୀଶ ମହା ବିଦ୍ୟାଳୟ ର ହୀରକ ଜୟନ୍ତୀ ସମାରୋହ : ମୁଖ୍ୟ ଅତିଥି ଭାବେ ଯୋଗଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ପଞ୍ଚସଖା ମଧ୍ୟରୁ ଅନ୍ୟତମ ବାଣପୁରର ବରପୁତ୍ର ପଣ୍ଡିତ ଗୋଦାବରୀଶ ମିଶ୍ର ! ତାଙ୍କରି ନାମରେ…