ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ଗାଲୁଆ ଛକ ଅଳିଆ ଆବର୍ଜନାରୁ ଅଚିହ୍ନା ମହିଳାଙ୍କ ଶବ ଉଦ୍ଧାର : ହତ୍ୟା ସନ୍ଦେହ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା ।…

ଆମ ରିପୋଟରକଟକଜିଲ୍ଲା

ବାଙ୍କୀ ବ୍ଲକ କେନ୍ଦୁପଲ୍ଲୀ ଗ୍ରାମ ପଞ୍ଚାୟତରେ ବିଜେପିର ଜନ ସମ୍ପର୍କ ପଦଯାତ୍ରା !!!

କଳାପଥର ( ଆୱାଜ ମିଡ଼ିଆ ) – ଗଙ୍ଗାଧର ସାହୁ : ବାଙ୍କୀ ବ୍ଲକ କେନ୍ଦୁପଲ୍ଲୀ ଗ୍ରାମ ପଞ୍ଚାୟତରେ ବିଜେପିର ଜନ ସମ୍ପର୍କ ପଦଯାତ୍ରା ! କେନ୍ଦୁପଲ୍ଲୀ…

ଆମ ରିପୋଟରଜିଲ୍ଲାନୟାଗଡ

ଦାସିଆ ଅଜାଙ୍କ ୧୧୬ ତମ ଜନ୍ମବାର୍ଷିକୀ ଅବସରରେ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ !!!

ନୟାଗଡ଼ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ଓଡ଼ିଶା ପାଠାଗାର ଆନ୍ଦୋଳନର ପ୍ରବାଦ ପୁରୁଷ,ପ୍ରଖ୍ୟାତ ସଂଗ୍ରାହକ ତଥା ନୟାଗଡ଼ ମାଟିର ଗର୍ବ ଓ…

ଆମ ରିପୋଟରଗଜପତିଜିଲ୍ଲା

ଗଜପତିରେ ନୂତନ ଜିଲ୍ଲା ମୁଖ୍ୟ ପଶୁ ଚିକିତ୍ସା ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ଧର୍ମାନନ୍ଦ ମହାନ୍ତି !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଜିଲ୍ଲା ମୁଖ୍ୟ ପଶୁଚିକିତ୍ସା କାର୍ଯ୍ୟାଳୟରେ…

ଆମ ରିପୋଟରକଟକଜିଲ୍ଲା

ବନ ମହୋତ୍ସବ ପାଳିଲେ ବିଷ୍ଣୁପ୍ରିୟା ଚାରିଟେବୁଲ ଟ୍ରଷ୍ଟ ସଦସ୍ୟ !!!

କଟକ ସଦର ( ଆୱାଜ ମିଡ଼ିଆ ) – ଶ୍ରୀକାନ୍ତ ବେଉରା : ରାଜ୍ୟର ଅଗ୍ରଣୀ ସାମାଜିକ ସଂଗଠନ ବିଷ୍ଣୁପ୍ରିୟା ଚାରିଟେବୁଲ ଟ୍ରଷ୍ଟ ର ପ୍ରତିଷ୍ଠାତା ବିଶିଷ୍ଟ…

ଆମ ରିପୋଟରଜିଲ୍ଲାନବରଙ୍ଗପୁର

ମନ୍ଦିର ର ସର୍ବାଙ୍ଗୀନ ଉନ୍ନତିକରଣ ଓ ପର୍ଯ୍ୟଟକ ସ୍ଥଳୀ ପାଇଁ ଆଲୋଚନା !!!

ଉମରକୋଟ ( ଆୱାଜ ମିଡ଼ିଆ ) – ବିଜୟଲତା ପାଣିଗ୍ରାହୀ : ଚଳିତ ବର୍ଷ ମାର୍ଚ୍ଚ 18 ତାରିଖ ରେ 5t ସଚିବ ଭି କେ ପାଣ୍ଡିଆନ…

ଅପରାଧଆମ ରିପୋଟରଜିଲ୍ଲାନୟାଗଡ

ଦୁଇ ଡ଼କାୟତଙ୍କୁ କାବୁ କଲା ନୟାଗଡ ପୁଲିସ !!!

ନୟାଗଡ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ବିଭିନ୍ନ ଚୋରୀ ଓ ଡକାୟତି କାର୍ଯ୍ୟରେ ଲିପ୍ତ ଥିବା ଦୁଇ ଜଣ ଡକାୟତଙ୍କୁ କାବୁ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

କୁହୁଡ଼ି ଜନତା ହାଇସ୍କୁଲ ର ୬୮ ତମ ପ୍ରତିଷ୍ଠା ଦିବସ : ଯୋଗଦେଲେ ଛତିଶଗଡ଼ର ମହାମହିମ ରାଜ୍ୟପାଳ ବିଶ୍ବ ଭୂଷଣ ହରିଚନ୍ଦନ !!!

ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା କୁହୁଡ଼ି ସ୍ଥିତ ଜନତା ହାଇସ୍କୁଲ ର ୬୮ ତମ ପ୍ରତିଷ୍ଠା ଦିବସ…

ଆମ ରିପୋଟରକଟକଖୋର୍ଦ୍ଧାଜିଲ୍ଲାରାଜ୍ୟ

ଖବର ପ୍ରସାରଣ ପରେ ସୁଧୁରିଲା ରାସ୍ତା ଅବସ୍ଥା !!!

ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଯୋଗେଶ୍ଵର ପଣ୍ଡା : ଖବର ପ୍ରସାରଣ ପରେ ଫିଟିଲା ସମାଧାନର ବାଟ ! ଯେଉଁ ସ୍ଥାନରେ ବର୍ଷା ପାଣି…