ଆମ ରିପୋଟରଗଜପତିଜିଲ୍ଲା

ପାରଳାଖେମୁଣ୍ଡି ରେଳଷ୍ଟେସନ ଠାରେ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଚଳାଚଳ ଶୁଭାରମ୍ଭର ସିଧା ପ୍ରସାରଣ କାର୍ଯ୍ୟକ୍ରମ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ପୁରୀ – ହାୱାଡା ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଚଳାଚଳର ଶୁଭାରମ୍ଭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଲୁଗାଁ ଉମା ମହେଶ୍ୱେର ମନ୍ଦିର ପରିସରରେ କିନ୍ନର ପାଳିଲେ ସାବିତ୍ରୀ ବ୍ରତ !!!

ବାଲୁଗାଁ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ବାର ମାସ ରେ ତେର ପର୍ବ ! ଓଡିଶାର ବିଭିନ୍ନ ଜାଗାରେ ପୂଜା ଓ…

ଆମ ରିପୋଟରଗଜପତିଜିଲ୍ଲା

ପିତୃମାତୃ ହୀନ ଶିଶୁ ଙ୍କର ଦଶମ ପରୀକ୍ଷାରେ ଶତ ପ୍ରତିଶତ ସଫଳତା !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ପ୍ରାକୃତିକ ଦୁର୍ବିପାକ ଏବଂ କୋଭିଡ଼ ମହାମାରୀ ସିନା ପିଲାମାନଙ୍କ ଠାରୁ ବାପା ଓ ମାଙ୍କୁ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ଗୋପାଳପୁର ଶାସନ ଗ୍ରାମରେ କୂପରେ ପଡ଼ି ବୃଦ୍ଧଙ୍କ ମୃତ୍ୟୁ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଗୋପାଳପୁର ଶାସନ ଗ୍ରାମର ଜଣେ ବୃଦ୍ଧ କୂପରେ…

ଆମ ରିପୋଟରଗଜପତିଜିଲ୍ଲା

ସେଞ୍ଚୁରିୟାନ ବିଶ୍ୱ ବିଦ୍ୟାଳୟ ଠାରେ କୃଷି ଡ୍ରନ ଏବଂ ହାଇବ୍ରିଡ୍ ବିହନ ଅବଗାହନ କୃଷକ ସଭା ଅନୁଷ୍ଠିତ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହରର ଉପକଣ୍ଠ ଆର ସୀତାପୁର ଠାରେ ଥିବା ସେଞ୍ଚୁରିୟାନ ବିଶ୍ୱ…

ଆମ ରିପୋଟରକେନ୍ଦ୍ରାପଡ଼ାଜିଲ୍ଲା

ଧାର୍ମିକ ଅନୁଷ୍ଠାନ ଅନୁଦାନ ପାଇଁ ମୁଖ୍ୟମନ୍ତ୍ରୀ ଓ 5 ଟି ସଚିବ ଙ୍କୁ କୃତଜ୍ଞତା !!!

କେନ୍ଦ୍ରାପଡା ( ଆୱାଜ ମିଡ଼ିଆ ) – ପ୍ରଫୁଲ୍ଲ କୁମାର ମଲ୍ଲ : ଧାର୍ମିକ ଅନୁଷ୍ଠାନ କୁ ଅନୁଦାନ ପାଇଁ ମୁଖ୍ୟମନ୍ତ୍ରୀ ଓ 5 ଟି ସଚିବ…

ଆମ ରିପୋଟରଜିଲ୍ଲାଯାଜପୁର

୧୧୫୫ ଦିନରେ ପହଞ୍ଚିଲା ଚିନ୍ମୟ ଫାଉଣ୍ଡେସନର କରୋନା ସଚେତନତା ସହ କୋଭିଡ୍ କିଟ୍ ଓ ରିଲିଫ୍ ବଣ୍ଟନ କାର୍ଯ୍ୟକ୍ରମ !!!

ଯାଜପୁର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ମହାମାରୀ କରୋନାର ସଂପୂର୍ଣ୍ଣ ଭାବରେ ପରାହତ ନିମନ୍ତେ ଜାରି ରହିଛି ସଂଗ୍ରାମ। ଆଜକୁ ଦୀର୍ଘ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଲୁଗାଁ ଧୁଆଁଳ ଗ୍ରାମର ଝିଅ ପ୍ରିୟଙ୍କା ବିଶ୍ଵାଳ : ନୃତ୍ୟ ପରିବେଷଣ ରେ ତାଙ୍କର ରହିଛି ବେଶ ଦକ୍ଷତା !!!

ବାଲୁଗାଁ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଏକଦା ଉତ୍କଳର କଥା, ଗାଥା, ପରମ୍ପରା, ଜନସମାଜ, ଶିକ୍ଷା, ଶାସନ ତନ୍ତ୍ର, ଶିଳ୍ପ, ବାଣିଜ୍ୟ…

ଆମ ରିପୋଟରକନ୍ଧମାଳଜିଲ୍ଲା

ସ୍ବାମୀଙ୍କ ମଙ୍ଗଳ ମନାସୀ ସାବିତ୍ରୀ ବ୍ରତ ପାଳିଲେ ହଜାର ହଜାର ମହିଳା !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଗାଁ ଗହଳିରେ ଥିବା ବିଭିନ୍ନ…