ଅପରାଧଆମ ରିପୋଟରଜିଲ୍ଲାନବରଙ୍ଗପୁର

ଡାକ୍ତର ଙ୍କ ଅବହେଳା ଯୋଗୁଁ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ଅଭିଯୋଗ : ଥାନାରେ ଏତଲା !!!

ଉମରକୋଟ ( ଆୱାଜ ମିଡ଼ିଆ ) – ବିଜୟଲତା ପାଣିଗ୍ରାହୀ : ନବରଙ୍ଗପୁର ଜିଲ୍ଲା ର ମୁଖ୍ୟ ବ୍ୟବସାୟିକ କେନ୍ଦ୍ର କୁହାଯାଉଥିବା ଉମରକୋଟ ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟ…

ଆମ ରିପୋଟରକଟକଜିଲ୍ଲା

ଅସୁରେଶ୍ଵର ରେ ହନୁମାନ ଶକ୍ତି ଜାଗରଣ ପକ୍ଷରୁ ହନୁମାନ ଙ୍କ ଜନ୍ମତ୍ସବ ପାଳନ !!!

ନିଶ୍ଚିନ୍ତକୋଇଲି ( ଆୱାଜ ମିଡ଼ିଆ ) – ଡମ୍ବରୁଧର ବେହେରା : ହନୁମାନ ଶକ୍ତି ଜାଗରଣ ସମିତି ପକ୍ଷରୁ କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଅସୁରେଶ୍ଵର ପଞ୍ଚାୟତ ଖେଳପଡିଆ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁରରେ ବିଜୁ ପଟ୍ଟନାୟକଙ୍କ ୨୬ ତମ ଶ୍ରାଦ୍ଧବାର୍ଷିକ ପାଳିତ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ମହାନ ଜନନାୟକ ତଥା ପୂର୍ବତନ…

ଆମ ରିପୋଟରକେନ୍ଦ୍ରାପଡ଼ାଜିଲ୍ଲା

ରାମବାଗ ମଠ ପରିସରରେ ବ୍ଲକ କଂଗ୍ରେସ ପକ୍ଷରୁ ବିଷୁବ ମିଳନ ଉତ୍ସବ ଅନୁଷ୍ଠିତ !!!

କେନ୍ଦ୍ରାପଡା ( ଆୱାଜ ମିଡ଼ିଆ ) – ପ୍ରଫୁଲ୍ଲ କୁମାର ମଲ୍ଲ : କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ବ୍ଲକ୍ ଅନ୍ତର୍ଗତ ରଘୁଦେଇପୁର ପଂଚାୟତର ରାମବାଗ ମଠ ପରିସରରେ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ନିଃସ୍ୱାର୍ଥ ସମାଜସେବା ବ୍ୟକ୍ତିତ୍ୱକୁ ସାର୍ଥକ କରେ – ପ୍ରଭୁଦତ୍ତ ସୁବୁଦ୍ଧି !!!

ବାଲୁଗାଁ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଚିଲିକା – ବାଲୁଗାଁ ରୋଟାରୀ କ୍ଲବକୁ ରୋଟାରୀ ଜିଲ୍ଲା ଗଭର୍ଣ୍ଣର ପ୍ରଭୁଦତ୍ତ ସୁବୁଦ୍ଧିଙ୍କ ଆନୁଷ୍ଠାନିକ…

ଆମ ରିପୋଟରଜିଲ୍ଲାପୁରୀ

ପୁରୀରେ ରାଜ୍ୟ ସମାଜସେବୀ ମହାସମ୍ମିଳନୀ !!!

ପୁରୀ ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ପୁରୀରେ ଅନୁଷ୍ଠିତ ହୋଇଯାଇଛି ରାଜ୍ୟ ସମାଜସେବୀ ମହାସମ୍ବିଳନୀ ! ରାଜ୍ୟର କୋଣ ଅଣୁକୋଣରୁ ବହୁତ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ହନୁମାନ ଜୟନ୍ତୀ ଉପଲକ୍ଷେ ‘ଜୟ ଶ୍ରୀରାମ’ ଧ୍ୱନିରେ ପ୍ରକମ୍ପିତ ହେଲା ବାଣପୁର – ବାଲୁଗାଁ ଅଂଚଳ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଓଡ଼ିଆ ନବବର୍ଷ , ପଣା ସଂକ୍ରାନ୍ତି ଓ ମହାବୀରଙ୍କ ଜନ୍ମଦିନ ଉପଲକ୍ଷେ ବଜରଙ୍ଗ ଦଳ…

ଆମ ରିପୋଟରଗଜପତିଜିଲ୍ଲା

ଜିଲ୍ଲା ସ୍ତରୀୟ ମେଗା ମିଶନ ଶକ୍ତି ଋଣ ମେଳା ଅନୁଷ୍ଠିତ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦମହକୁମା ପାରଳାଖେମୁଣ୍ଡିର ଗଜପତି ଷ୍ଟାଡିୟମ ପଡିଆ ଠାରେ ଜିଲ୍ଲା ସ୍ତରୀୟ ମେଗା…