ଆମ ରିପୋଟରଗଜପତିଜିଲ୍ଲା

କଥା ଦେଇ କଥା ରଖିଲେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ : ଛାତ୍ରୀଙ୍କ ଲାଗି ଟେବୁଲ ଚେୟାର ପ୍ରଦାନ କଲେ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ମହାରାଜାଙ୍କ ବାଳିକା ଉଚ୍ଚ ବିଦ୍ୟାଳୟର…

ଆମ ରିପୋଟରଗଜପତିଜିଲ୍ଲା

ଭକ୍ତି ସଙ୍ଗୀତ ସଂସଦ ର ଗୁରୁ ଏମ୍. ମାଧବ ପାତ୍ର ଙ୍କୁ ” ମାଆ ରାଧାଦେବୀ କଳାଶ୍ରୀ ସମ୍ମାନ ” !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ନବରଙ୍ଗପୁର ଜିଲ୍ଲାର ଏକ ମାତ୍ର ଅଗ୍ରଣୀ କଳା ଓ ସାଂସ୍କୃତିକ ଅନୁଷ୍ଠାନ “ଭାରତୀ କଳା…

ଅପରାଧଆମ ରିପୋଟରକଟକଜିଲ୍ଲା

ପର୍ଶୁରାମପୁର ଗ୍ରାମ ନିକଟରେ ମାଲ ବୋଝେଇ ଗାଡ଼ି ଚଢି ଜଣେ ମୃତ !!!

କଳାପଥର ( ଆୱାଜ ମିଡ଼ିଆ ) – ଗଙ୍ଗାଧର ସାହୁ : ପର୍ଶୁରାମପୁର ଗ୍ରାମ ନିକଟରେ ମାଲ ବୋଝେଇ ଗାଡ଼ି ଚଢି ଜଣେ ମୃତ ! ଘଟଣା…

ଆମ ରିପୋଟରଗଜପତିଜିଲ୍ଲା

ଦିବ୍ୟ ଜୀବନ ସଙ୍ଘ ପାରଳାଖେମୁଣ୍ଡି ଶାଖା ଆନୁକୂଲ୍ୟରେ ଶ୍ରୀରାମ ଚରିତ ମାନସ ନବାନ୍ନ ପାରାୟଣ ଓ ପ୍ରବଚନ ମହାଯଜ୍ଞ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ର ଫ୍ରେଣ୍ଡସ କଲୋନୀର ତୃତୀୟ ଲାଇନ ଠାରେ…

ଆମ ରିପୋଟରଜିଲ୍ଲାଯାଜପୁର

୧୦୯୬ ଦିନରେ ପହଞ୍ଚିଲା ଚିନ୍ମୟ ଫାଉଣ୍ଡେସନର କରୋନା କିଟ୍ ଓ ରିଲିଫ୍ ବଣ୍ଟନ କାର୍ଯ୍ୟକ୍ରମ !!!

ଯାଜପୁର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ସମ୍ପ୍ରତି ମହାମାରୀ କରୋନାର ପ୍ରଭାବ ସଂପୂର୍ଣ୍ଣ ଭାବରେ ଲୋପ ପାଇ ନଥିବାର ଦେଖିବାକୁ ମିଳିଛି…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ଗଞ୍ଜେଇ ଭର୍ତ୍ତି ପିକ୍ ଅପ୍ ଭ୍ୟାନ୍ ଜବତ : ପୋଲିସକୁ ଚକମା ଦେଇ ଦୁଇ ମାଫିଆ ଫେରାର !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ଦିନକୁ ଦିନ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଞ୍ଚଳରୁ ବେଆଇନ୍ ଗଞ୍ଜେଇ ଚୋରା…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲାରାଜ୍ୟସ୍ମାର୍ଟ ସିଟି

ବିଶ୍ୱ ଜଳ ଦିବସ ଅବସରରେ ଜଳଦାନ କେନ୍ଦ୍ରର ଶୁଭାରମ୍ଭ !!!

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ନିରଞ୍ଜନ ସାହୁ : ବିଶ୍ୱ ଜଳ ଦିବସ ଅବସରରେ ମହାତ୍ମାଗାନ୍ଧୀ ମାର୍ଗରେ ଏକ ଜଳଦାନ କେନ୍ଦ୍ରର ଶୁଭାରମ୍ଭ କରାଯାଇଛି…

ଆମ ରିପୋଟରଜିଲ୍ଲାନୟାଗଡ

ନୟାଗଡ଼ ଦର୍ପଣର ନୂତନ କାର୍ଯ୍ୟାଳୟ ଉଦଘାଟନ ସହ ‘ମଦ ମଣିଷ’ ଉନ୍ମୋଚିତ !!!

ନୟାଗଡ଼ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ନୟାଗଡ଼ ଜିଲ୍ଲାର ଅଗ୍ରଣୀ ପ୍ରକାଶନୀ ସଂସ୍ଥା ଏବଂ ମିଡ଼ିଆ ହାଉସ ‘ ଦର୍ପଣ ପବ୍ଲିକେଶନ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ସାନ ହନ୍ତୁଆଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜୀବନ କୌଶଳ ଶିକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ସାନ ହନ୍ତୁଆଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ…