ଆମ ରିପୋଟରଜିଲ୍ଲାନୟାଗଡ

ଖମାରସାହି ନୋଡାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିଲମ୍ବିତ !!!

ନୟାଗଡ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ନୟାଗଡ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀମତୀ ରାଜଶ୍ରୀ…

ଅପରାଧଆମ ରିପୋଟରଜିଲ୍ଲାଯାଜପୁର

ମଙ୍ଗଳପୁର ଅଞ୍ଚଳରୁ ମୋବାଇଲ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ମଙ୍ଗଳପୁର ଅଞ୍ଚଳରୁ ମୋବାଇଲ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ ! ସୁକିନ୍ଦା ଥାନା ଅନ୍ତର୍ଗତ…

ଆମ ରିପୋଟରଜିଲ୍ଲାରାୟଗଡା

କଲ୍ୟାଣସିଂପୁରରେ ୩୨ ଅଭିଯୋଗ ଶୁଣିଲେ ଜିଲାପାଳ !!!

ରାୟଗଡ଼ା ( ଆୱାଜ ମିଡ଼ିଆ ) – ଆଲୋକ ମହାରଣା : ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଠାରେ ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି…

ଆମ ରିପୋଟରଜିଲ୍ଲାନୟାଗଡ

ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ !!!

ନୟାଗଡ଼ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ଜିଲ୍ଲା ସ୍ତରରେ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ଚା ଖଟିରେ ଯୋଗଦେଲେ ଚିଲିକାର ପୂର୍ବତନ ବିଧାୟକ ରଘୁନାଥ ସାହୁ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ନିକଟସ୍ଥ ପଲଟଣ ପଡିଆ ଠାରେ ଚା, ଖଟିରେ ଦଳୀୟ…

ଅପରାଧଆମ ରିପୋଟରଜିଲ୍ଲାଯାଜପୁର

ଗାଁ ଦାଣ୍ଡ ରେ ସରପଞ୍ଚଙ୍କୁ ଗୋଡେଇ ଗୋଡେଇ ପିଟିଲେ !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ଗାଁ ଦାଣ୍ଡରେ ସରପଞ୍ଚଙ୍କୁ ଗୋଡେଇ ଗୋଡେଇ ପିଟିଲେ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଆମ ରିପୋଟରଗଜପତିଜିଲ୍ଲା

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ତରଙ୍ଗଗଡ଼ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ନାଚୁଣୀ ହରିକୁଣ୍ଡ ବରଡି ଛକ ନିକଟରେ ଟ୍ରକ ପଛକୁ ପିଟିଲା ଯାତ୍ରୀବାହୀ ବସ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ହରିକୁଣ୍ଡ ବରଡି ଛକ ଠାରେ ଘଟିଛି…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲାସ୍ମାର୍ଟ ସିଟି

ସ୍ବର୍ଗତ ସାମନ୍ତରାୟ ଙ୍କୁ ଶ୍ରାଦ୍ଧ ବାର୍ଷିକରେ ଶ୍ରଦ୍ଧାଞ୍ଜଳୀ ଦେଲେ ଡିଜିଟାଲ ମିଡ଼ିଆ ସଦସ୍ୟ !!!

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ନିରଞ୍ଜନ ସାହୁ : ରସୁଲଗଡ ଅଞ୍ଚଳର ଜଣାଶୁଣା ସମାଜସେବୀ ସ୍ବର୍ଗତ ଅଭିମନ୍ୟୁ ସାମନ୍ତରାୟ ଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳୀ…