ପୁରୀରେ ସାମାନ୍ୟ ବର୍ଷା : ଅଳ୍ପ ଭିଜିଲେ ଶ୍ରଦ୍ଧାଳୁ !!!

Spread the love

ପୁରୀ ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ସବୁ ପ୍ରତୀକ୍ଷାର ଘଟିଲା ଅନ୍ତ । ଲୋକାର୍ପିତ ହୋଇଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଅପରାହ୍ନ ସାଢ଼େ ଗୋଟାଏରେ ଶୁଭଲଗ୍ନରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗଜପତି ମହାରାଜା ଦିବ୍ୟସିଂହଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କରିଛନ୍ତି । ଲୋକାର୍ପଣ ଫଳକରେ ନଡ଼ିଆ ପିଟି ପ୍ରକଳ୍ପକୁ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ସକାଳୁ ଅମାନ୍ୟ ବର୍ଷାରେ ଶ୍ରଦ୍ଧାଳୁ ଅଳ୍ପ ଭିଜିଥିଲେ , ଲୋକାର୍ପଣ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ 5-T ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *