ବିରାଜିବେ ରାମଲାଲା : ଶ୍ରଦ୍ଧା , ଭକ୍ତି , ସମର୍ପଣ ଓ ଆନନ୍ଦର ମାହୋଲ !!!

Spread the love

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ ! ବିରାଜିଲେ ରାମଲଲା। ଅଯୋଧ୍ୟା ରାମ ମନ୍ଦିରରେ ସଂପନ୍ନ ହେଲା ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ। କାଶୀ ପୀଠର ବେଦଜ୍ଞ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ସଂପନ୍ନ କରିଛନ୍ତି। ମୁଖ୍ୟ ଯଜମାନ ଭାବେ ଦାୟିତ୍ୱ ନିର୍ବାହ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗର୍ଭଗୃହରେ ସୁନା ବେଶରେ ରାମଲଲାଙ୍କ ମନୋରମ ଛବି ମନ ମୋହୁଛି। ପ୍ରଥମେ ପବିତ୍ର ସରଯୁ ନଦୀରେ ସ୍ନାନ ତର୍ପଣ ପରେ ପୂର୍ବ ଦିଗରେ ମନ୍ଦିର ମଧ୍ୟକୁ ପ୍ରବେଶ କରିବା ପରେ ପ୍ରାଣ ପ୍ରତିଷ୍ଠା ରୀତିନୀତି ଅରମ୍ଭ ହୋଇଥିଲା। ଆରଏସଏସ୍ ମୁଖ୍ୟ ମୋହନ ଭାଗବତଙ୍କ ସହ ଯୋଗୀ ଆଦିତ୍ୟନାଥ ଓ ଆନନ୍ଦି ବେନ୍ ମଧ୍ୟ ଗର୍ଭଗୃହରେ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *