ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଚିଲିକା ପ୍ରେସ କ୍ଲବ ର ବନ୍ଧୁ ମିଳନ !!!

ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀର ଅଗ୍ରଣୀ ସାମ୍ବାଦିକ ସଂଘ ଚିଲିକା ପ୍ରେସ କ୍ଲବ…

ଆମ ରିପୋଟରଜିଲ୍ଲାଯାଜପୁର

୧୩ ଦଫା ଦାବିରେ ଏସ୍.ୟୁ.ସି.ଆଇ ପକ୍ଷରୁ ସୁକିନ୍ଦା ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ଏସୟୁସିଆଇ କମ୍ୟୁନିଷ୍ଟ ପକ୍ଷରୁ ୧୩ ଦଫା ଦାବୀ ନେଇ ସୁକିନ୍ଦା ପଞ୍ଚାୟତ ସମିତି କାର୍ଯ୍ୟାଳୟ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ସୁବୁଦ୍ଧିପାଟଣା ଛକ ନିକଟରେ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ : ୩ ଗୁରୁତର !!!

ବାଲୁଗାଁ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ୧୬ନଂ ଜାତୀୟ ରାଜପଥ ସୁବୁଦ୍ଧିପାଟଣା ଛକ ବାଇପାସ ନିକଟରେ ଶନିବାର…

ଆମ ରିପୋଟରକନ୍ଧମାଳଜିଲ୍ଲା

ବାଲିଗୁଡାରେ ନୂତନ ଉପ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ରାଜ୍ୟ ସରକାରଙ୍କ ଦ୍ୱାରା ଆଇଏଏସ ସ୍ତରରେ ବଦଳି ନିମନ୍ତେ ଜାରୀ କରାଯାଇଥିବା ଆଦେଶ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ପାଇକକୁଶଡିହ ଜାତୀୟ ରାଜପଥ ରେ ଖବର କାଗଜ ନେଇ ଯାଉଥିବା ଗାଡ଼ି ଦୁର୍ଘଟଣାଗସ୍ତ !!!

ବାଲୁଗାଁ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ୧୬ ନମ୍ବର ଜାତୀୟ ରାଜପଥ ପାଇକକୁଶଡିହ ବାଇପାସ୍ ଛକ ନିକଟରେ…

ଆମ ରିପୋଟରକନ୍ଧମାଳଜିଲ୍ଲା

ନବ ନିର୍ମିତ ଶ୍ରୀଗୁଣ୍ଡିଚା ମନ୍ଦିର ରତ୍ନ ମୁଦ୍ରଣ ନିମନ୍ତେ କଳସ ଯାତ୍ରା !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ହାଇସ୍କୁଲ ନିକଟରେ ନବ ନିର୍ମିତ…

ଆମ ରିପୋଟରକଟକଜିଲ୍ଲାରାଜନୀତିରାଜ୍ୟ

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପରାଜୟ ର ରାଗ ଶୁଝେଇଲେ ପ୍ରଭାତ ତ୍ରିପାଠୀ !!!

ବାଙ୍କୀ ( ଆୱାଜ ମିଡ଼ିଆ ) – ଅନନ୍ତ ରଣା : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ପାଖାପାଖି ଦୁଇ ବର୍ଷ ବିତିଥିବା ସମୟରେ , ବାରଙ୍ଗ 32…

ଆମ ରିପୋଟରକନ୍ଧମାଳଜିଲ୍ଲା

ଭୁବନେଶ୍ୱର ଆଦିବାସୀ ମେଳାରେ କନ୍ଧମାଳ ଷ୍ଟ୍ରବେରି ର ଚାହିଦା ବୃଦ୍ଧି !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ରାଜଧାନୀ ଭୁବନେଶ୍ୱରରେ ଚାଲିଥିବା ଆଦିବାସୀ ମେଳାରେ କନ୍ଧମାଳ ଷ୍ଟ୍ରବେରି ଷ୍ଟଲ୍‌ରେ ଦିନକୁ ଦିନ…

ଆମ ରିପୋଟରଗଜପତିଜିଲ୍ଲା

ବିନୋଦିନୀ ପ୍ରାଙ୍ଗଣ ରେ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଉଦଘାଟନୀ ଅବସରରେ ଓଡ଼ିଆ ସାହିତ୍ୟ , ସଂଗୀତ ଓ ନୃତ୍ୟ ପାଇଁ ସମ୍ବର୍ଦ୍ଧନା !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ୨୦୨୪ ର ଅଦ୍ୟାବଧି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ା…

ଆମ ରିପୋଟରକନ୍ଧମାଳଜିଲ୍ଲା

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା ତାଲିମ୍ ପ୍ରଦାନ ଶିବିର ଉଦଯାପିତ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଛାତ୍ରୀଙ୍କୁ…