ପାଇକକୁଶଡିହ ଜାତୀୟ ରାଜପଥ ରେ ଖବର କାଗଜ ନେଇ ଯାଉଥିବା ଗାଡ଼ି ଦୁର୍ଘଟଣାଗସ୍ତ !!!

Spread the love

ବାଲୁଗାଁ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ୧୬ ନମ୍ବର ଜାତୀୟ ରାଜପଥ ପାଇକକୁଶଡିହ ବାଇପାସ୍ ଛକ ନିକଟରେ ଏକ ଦୁର୍ଘଟଣା ଘଟିଯାଇଛି । ଅଳ୍ପକେ ବର୍ତିଲେ ଡ୍ରାଇଭର ଓ ହେଲ୍ପର । ସୂଚନା ମୁତାବକ ଆଜି ସକାଳୁ ଭୁବନେଶ୍ୱର ରୁ ବ୍ରହ୍ମପୁର ଅଭିମୁଖେ ଖବର କାଗଜ ନେଇ ଯାଉଥିବା ଏକ ଗାଡ଼ି ବାଲୁଗାଁ ୧୬ ନମ୍ବର ଜାତୀୟ ରାଜପଥ ପାଇକକୁଶଡିହ ବାଇପାସ୍ ଛକ ନିକଟରେ ଦୁର୍ଘଟଣା ଘଟିଥିଲା । ଉକ୍ତ ଦୁର୍ଘଟଣାରେ କାହାର କୌଣସି କ୍ଷତି ହୋଇ ନଥିବା ବେଳେ ଡ୍ରାଇଭର ଓ ହେଲ୍ଫର ସୁରକ୍ଷିତ ଥିବା ଜଣା ପଡିଛି ।

Leave a Reply

Your email address will not be published. Required fields are marked *