ବାଲୁଗାଁ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା , ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶୁକ୍ରବାର ଶାନ୍ତି ଶୃଙ୍ଖଳାର ସହିତ ଆରମ୍ଭ ହୋଇଯାଇଛି l ଚଳିତ ବର୍ଷ କଳା ଓ ବିଜ୍ଞାନରେ ମୋଟ ୪୩୭ ଛାତ୍ର ଛାତ୍ରୀ ପରୀକ୍ଷାର୍ଥୀ ପରୀକ୍ଷା ଦେଉଥିବାର ବାଲୁଗାଁ ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀ ଦାସ ସୂଚନା ଦେଇଛନ୍ତି ।।
ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶୃଙ୍ଖଳାର ସହ ପରୀକ୍ଷା ଆରମ୍ଭ !!!

