ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗିରଫ !!!

Spread the love

ଆୱାଜ ମିଡ଼ିଆ ( ବ୍ୟୁରୋ ରିପୋର୍ଟ ) – ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗିରଫ ! ମଦ ଦୁର୍ନୀତି ମାମଲାରେ କେଜରିୱାଲଙ୍କୁ ଗିରଫ କଲା ଇଡି ! ଦିଲ୍ଲୀ ବାସଭବନରେ ପଚରାଉଚରା ପରେ କେଜରିୱାଲଙ୍କୁ ଗିରଫ କରାଯାଇଛି !

Leave a Reply

Your email address will not be published. Required fields are marked *