ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗିରଫ !!! Awaj Media 2 years ago Spread the loveଆୱାଜ ମିଡ଼ିଆ ( ବ୍ୟୁରୋ ରିପୋର୍ଟ ) – ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗିରଫ ! ମଦ ଦୁର୍ନୀତି ମାମଲାରେ କେଜରିୱାଲଙ୍କୁ ଗିରଫ କଲା ଇଡି ! ଦିଲ୍ଲୀ ବାସଭବନରେ ପଚରାଉଚରା ପରେ କେଜରିୱାଲଙ୍କୁ ଗିରଫ କରାଯାଇଛି !