ବିଧାନସଭା ଆସନ ପାଇଁ ଆମ ଆଦମୀ ପାର୍ଟିର ପ୍ରାର୍ଥୀ ଙ୍କ ନାମାଙ୍କନ ପତ୍ର ଦାଖଲ !!!

Spread the love

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ଶୁଭ୍ରାଂଶୁ ଶୁଭମୟ ମହାନ୍ତି : ଭୁବନେଶ୍ୱର ସଂସଦୀୟ କ୍ଷେତ୍ରର ବିଭିନ୍ନ ବିଧାନସଭା ଆସନ ପାଇଁ ଆମ ଆଦମୀ ପାର୍ଟିର ପ୍ରାର୍ଥୀ ମାନେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ! ଭୁବନେଶ୍ୱର ମଧ୍ୟ ବିଧାନସଭା ନିର୍ବାଚ଼ନ ମଣ୍ଡଳୀରୁ ଆପ୍ ପ୍ରାର୍ଥୀ ଅରୁଣ କୁମାର ନାୟକ ଏକ ଶୋଭାଯାତ୍ରାରେ ବାହାରି ନାମାଙ୍କନ ପତ୍ର ଦାଖଲ କରିଥିଲେ । ସେହିପରି ଭୁବନେଶ୍ୱର ଉତ୍ତର ବିଧାନସଭାର ଆପ୍ ପ୍ରାର୍ଥୀ ସୋମନାଥ ରାଉତ ସାଇକେଲ ପଟୁଆରରେ ଯାଇ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି !

Leave a Reply

Your email address will not be published. Required fields are marked *