Site icon Awaj Media

ପଦ୍ମପୁର ଠାରେ ଭାରତୀୟ ଜନତା ପାର୍ଟିର ବିଜୟ ସଂକଳ୍ପ ସମାବେଶ !!!

Spread the love

ବରଗଡ ( ଆୱାଜ ମିଡ଼ିଆ ) – କୃପାସିନ୍ଧୁ ମହାନ୍ତି : ପଦ୍ମପୁର ଠାରେ ଭାରତୀୟ ଜନତା ପାର୍ଟିର ବିଜୟ ସଂକଳ୍ପ ସମାବେଶ ଅନୁଷ୍ଠିତ ! ବରଗଡ଼ ଜିଲ୍ଲା ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ଭାରତୀୟ ଜନତା ପାର୍ଟିର ବିଜୟ ସଂକଳ୍ପ ସମାବେଶ ଅଶୋକ ଖେଳ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ବିଜୟ ସଂକଳ୍ପ ସମାବେଶ ରେ ଜେ ପି ନଡ୍ଡା , ବରଗଡ଼ ସାଂସଦ ପ୍ରାର୍ଥୀ ପ୍ରଦୀପ ପୁରୋହିତ ଯୋଗ ଦେଇଥିଲେ ! ସଭା ସ୍ଥଳରେ ବାଜା ବଜାଇ ନାଚି ଉଠିଥିଲେ ବିଜେପି କର୍ମୀ ! ପଦ୍ମପୁର ନିର୍ବାଚନ ମଣ୍ଡଳୀ ବିଧାୟକ ପ୍ରାର୍ଥୀ ଗୋବର୍ଦ୍ଧନ ଭୁଏ , ବିଜେପି କର୍ମୀ ପ୍ରିତେଶ ବହିଦାର, କୁନାଲ ପାଣିଗ୍ରାହୀ ଓ ହଜାର ହଜାର ସଂଖ୍ୟାରେ ସମର୍ଥକ ଭାରତୀୟ ଜନତା ପାର୍ଟି ଏହି ନିର୍ବାଚନୀ ସମାବେଶରେ ଉପସ୍ଥିତ ରହିଥିଲେ !

Exit mobile version