Site icon Awaj Media

ପାରଳା ବିଧାୟକ ଇଂ ରୂପେଶ ପାଣିଗ୍ରାହୀଙ୍କୁ ଶୁଭେଚ୍ଛା !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଓଡ଼ିଶା ଡିପ୍ଲୋମା ଇଂଜିନିୟର ସେବା ସଙ୍ଘ ଗଜପତି ଶାଖା ତରଫରୁ ନବ ନିର୍ବାଚିତ ପାରଳା ବିଧାୟକ ଇଂ ରୂପେଶ ପାଣିଗ୍ରାହୀଙ୍କୁ ସୌଜନ୍ୟ ସାକ୍ଷାତ କରି ଶୁଭେଚ୍ଛା ଜଣାଇଲେ । ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଓଡ଼ିଶା ଡିପ୍ଲୋମା ଇଂଜିନିୟର ସେବା ସଙ୍ଘ ଗଜପତି ଶାଖା ପକ୍ଷରୁ ସଂଘର ସଭାପତି ଇଂଜିନିୟର ସିଦ୍ଧାର୍ଥ ଶଙ୍କର ତ୍ରିପାଠୀଙ୍କ ତତ୍ତ୍ୱାବଧାନରେ ନୂତନ ଭାବେ ନିର୍ବାଚିତ ହୋଇଥିବା ପାରଳା ବିଧାୟକ ଇଂ ରୂପେଶ ପାଣିଗ୍ରାହୀଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରିବା ସହିତ ପୁଷ୍ପଗୁଚ୍ଛ ଦେଇ ଶୁଭେଚ୍ଛା ଜଣାଇଛନ୍ତି । ତାଙ୍କ ସହ ଇଂଜିନିୟର ସେବା ସଂଘ ଗଜପତି ଶାଖାର ସଦସ୍ୟ ମାନେ ପାରଳା ବିଧାୟକ ଇଂ ରୂପେଶ ପାଣିଗ୍ରାହୀଙ୍କୁ ପୁଷ୍ପଗୁଚ୍ଛ ଦେଇ ଶୁଭେଚ୍ଛା ଜଣାଇଛନ୍ତି ।

Exit mobile version