ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଗୋଶାଣି ବ୍ଲକ ଅନ୍ତର୍ଗତ ବାପୂଜୀପେଣ୍ଠ ଗ୍ରାମର ହନୁମାନ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗଦେଲେ ପାରଳା ବିଧାୟକ ! ମନ୍ଦିର ପ୍ରତିଷ୍ଠା ଅବସରରେ ଗ୍ରାମବାସୀ ବିଧାୟକଙ୍କୁ ନିମନ୍ତ୍ରଣ କରିଥିଲେ । ବିଧାୟକ ରୂପେଶ କୁମାର ପାଣିଗ୍ରାହୀ ଓ ପ୍ରଦୀପ ନାୟକ, ଜିଲ୍ଲା ପରିଷଦ ଏସ. ଵାଲାରାଜୁ, ସରପଞ୍ଚ ଓ ସମିତି ସଭ୍ୟ ଯୋଗ ଦେଇ ଭଗବାନ ହନୁମାନଙ୍କ ଦର୍ଶନ କରି ତାଙ୍କର ଆଶୀର୍ବାଦ ନେଇଥିଲେ ।
ହନୁମାନ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗଦେଲେ ପାରଳା ବିଧାୟକ !!!

