Site icon Awaj Media

୨୨୬ ତମ ସପ୍ତାହରେ ପହଞ୍ଚିଲା ଚିନ୍ମୟ ଫାଉଣ୍ଡେସନର ମିଶନ ଅମୃତ ହସ୍ତମ୍ କାର୍ଯ୍ୟକ୍ରମ !!!

Spread the love

ଯାଜପୁର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ଗରିବ ଓ ଅସହାୟ ମାନଙ୍କୁ ସହାୟତା ନିମନ୍ତେ ଯାଜପୁର ଜିଲ୍ଲାର ଦଶରଥପୁର ବ୍ଲକ ଅନ୍ତର୍ଗତ ବାବଲପୁର ସ୍ଥିତ ଆନ୍ତର୍ଜାତିକ ଲୋକ ସଂଗଠନ ଚିନ୍ମୟ ଫାଉଣ୍ଡେସନ ଦ୍ବାରା ପରିଚାଳିତ କାର୍ଯ୍ୟକ୍ରମ “ମିଶନ ଅମୃତ ହସ୍ତମ୍” ମାଧ୍ୟମରେ ଗତ ଜୁଲାଇ ୧୪ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ଫାଉଣ୍ଡେସନର ଦିନ ସଂଖ୍ୟା ୧୫୭୬ ରୁ ୧୫୮୨ ପର୍ଯ୍ୟନ୍ତ ୨୨୬ ତମ ସାପ୍ତାହିକ କାର୍ଯ୍ୟକ୍ରମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଜାରି ରହିଛି । ଗରିବ ଓ ଅସହାୟ ମାନଙ୍କୁ ଖାଦ୍ୟ , ବସ୍ତ୍ର, ବର୍ଷାତି ଆଦି ରିଲିଫ୍ ସହ ମାକ୍ସ, ସାନିଟାଇଜର, ହ୍ୟାଣ୍ଡ ଗ୍ଲୋବସ୍ ଆଦି ବଣ୍ଟନ କରାଯାଇଥିବାର ଦେଖିବକୁ ମିଳିଛି। ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ଆନ୍ତର୍ଜାତିକ ଅଧ୍ୟକ୍ଷ ଡ଼ଃ ଚିନ୍ମୟ ଦାଶଙ୍କ ନିର୍ଦ୍ଦେଶକ୍ରମେ ଭୋଳା ଜେନା , ଶ୍ରୀକ୍ଷେତ୍ର ସାହୁ ଆଦି ଏହି କାର୍ଯ୍ୟକ୍ରମକୁ ଜାରି ରଖିଛନ୍ତି ।

Exit mobile version