ବରଗଡ଼ ( ଆୱାଜ ମିଡ଼ିଆ ) – କୃପାସିନ୍ଧୁ ମହାନ୍ତି : ବରଗଡ଼ ଜିଲ୍ଲା ବିଜେପୁର ନିର୍ବାଚନ ମଣ୍ଡଳୀ ର ବିଧାୟକ ତଥା ବିଜେପୁର ଜମିଦାର ସନତ କୁମାର ଗଡତିଆ ଓଡିଶା ର ମାନ୍ୟବର ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଙ୍କୁ ଭେଟିଛନ୍ତି ! ବିଜେପୁର ରେ ଦେୱାନୀ ଓ ଫୌଜଦାରୀ କୋର୍ଟ ଖୋଲିବା ପାଇଁ ଦାବୀପତ୍ର ଦେଇଛନ୍ତି !
ଆଇନ ମନ୍ତ୍ରୀ ଙ୍କୁ ଦାବି ପତ୍ର ଦେଲେ ବିଧାୟକ !!!

