Site icon Awaj Media

କଟକ ବକ୍ସି ବଜାର ଛକରେ ଉଦଘାଟନ ହେଲା ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତି !!!

Spread the love

କଟକ ( ଆୱାଜ ମିଡ଼ିଆ ) – ଅମ୍ରିତା ପଟ୍ଟନାୟକ : କଟକ ର ବକ୍ସି ବଜାର ଠାରେ ସ୍ୱାଧୀନତା ସଂଗ୍ରାମୀ ବକ୍ସି ଜଗବନ୍ଧୁ ଙ୍କ ପ୍ରତିମୂର୍ତ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି | ଏହି ଉପଲକ୍ଷେ ଆୟୋଜିତ ଉଦଘାଟନ ଉତ୍ସବ ରେ ଓଡିଶା ସରକାର ଙ୍କ ର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ, କଟକ ବାରବାଟୀ ବିଧାୟକ ସୋଫିୟା ଫିର୍ଦୋଷ, କଟକ ମହାନଗର ର ମେୟର ଶ୍ରୀ ସୁବାଷ ସିଂ ପ୍ରମୁଖ ଯୋଗ ଦେଇଥିଲେ |

Exit mobile version