Site icon Awaj Media

ଗଣିଆ ରେ ନୂତନ ବିଜୁ ଜନତା ଦଳ କାର୍ଯ୍ୟାଳୟ ଉଦଘାଟନ !!!

Spread the love

ଦଶପଲ୍ଲା ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ଗଣିଆ ରେ ନୂତନ ବିଜୁ ଜନତା ଦଳ କାର୍ଯ୍ୟାଳୟ ଉଦଘାଟିତ ! ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡି ସଭାପତି ନୟାଗଡ଼ ରମେଶ ଚନ୍ଦ୍ର ବେହେରା ଯୋଗଦେଇ କାର୍ଯ୍ୟାଳୟକୁ ଆନୁଷ୍ଠାନିକ ଭାବରେ ଉଦଘାଟନ କରିଥିଲେ !

Exit mobile version