ପାରଳା ପୋୖର ପରିଷଦ ପକ୍ଷରୁ ନୂଆ ବସଷ୍ଟାଣ୍ଡ ପରିସରରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ !!!

0
97
Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ପାରଳା ପୋୖର ପରିଷଦ ପକ୍ଷରୁ ନୂଆ ବସଷ୍ଟାଣ୍ଡ ପରିସରରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ! ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ନୂଆ ବସଷ୍ଟାଣ୍ଡ ପରିସରରେ ପୋୖର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଅନ୍ତର୍ଗତ ସ୍ୱଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପୋୖର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଗୌରଚନ୍ଦ୍ର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ପୋୖର ପରିଷଦ ଉପାଧ୍ୟକ୍ଷ ଲେଙ୍କା ମଧୁ, ନକୁଳ ଵିସୋଇ ଙ୍କ ସମେତ ପୋୖର ପରିଷଦର କର୍ମଚାରୀ, ଜେ ଇ ଏମ୍ ଇ , ସ୍ୱଚ୍ଛ ସାଥୀ, ସଫେଇ କର୍ମଚାରୀ ମାନେ ଅଂଶ ଗ୍ରହଣ କରିଥିଲେ । କାର୍ଯ୍ୟକ୍ରମ ଅବସରରେ ସ୍ୱଚ୍ଛତା ହିଁ ସେବା , ଏହି ଭଳି ସ୍ଲୋଗାନ ଦେଇ ଲୋକଙ୍କୁ ସଚେତନ କରାଇଥିଲେ ।

LEAVE A REPLY

Please enter your comment!
Please enter your name here