Site icon Awaj Media

ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା କାର୍ଯ୍ୟାଳୟ ପରିସରରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡକ୍ଟର ତୁଷାର ରଞ୍ଜନ ସାହୁ, ଡେପୁଟି ଡ଼ାଇରେକ୍ଟର ଡକ୍ଟର ବିଦ୍ୟୁତ ଶେଖର ମିଶ୍ର, ADVO ଡକ୍ଟର ରମାକାନ୍ତ ରାଣା, ADVO LP ଡକ୍ଟର ନାରାୟଣ ପାତ୍ର ADVO AW ଡକ୍ଟର ଶୁଭଙ୍କର ସେଠୀ, ଗୌରହରି ବେହେରା , ବିଭିନ୍ନ ବ୍ଳକର ପ୍ରାଣୀ ଚିକିତ୍ସା ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟାଳୟ ପରିସର ସଫେଇ କରାଯାଇଥିଲା ।

Exit mobile version