ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଯୋଗେଶ୍ୱର ପଣ୍ଡା : ରାଜ୍ୟରେ ବିଭିନ୍ନ ସ୍ୱାସ୍ଥ୍ୟ ପ୍ରକଳ୍ପକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଭାସି ମାଧ୍ୟମରେ ଶୁଭାରମ୍ଭ କରିଛନ୍ତି ! ସ୍ବାସ୍ଥ୍ୟ ପ୍ରକଳ୍ପର ଶୁଭାରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିଥିଲେ !
ଆଭାସି ମାଧ୍ୟମରେ ରାଜ୍ୟରେ ବିଭିନ୍ନ ସ୍ୱାସ୍ଥ୍ୟ ପ୍ରକଳ୍ପ ର ଶୁଭାରମ୍ଭ !!!

