ଦୁଇ ଦିନିଆ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ଉତ୍ସାହ ଓ ମହକ କାର୍ଯ୍ୟକ୍ରମ ଉଦଯାପିତ !!! Awaj Media 1 year ago Spread the loveନୟାଗଡ ( ଆୱାଜ ମିଡ଼ିଆ ) – ସ୍ୱରୂପ କୁମାର ପଟ୍ଟନାୟକ : ନୟାଗଡ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଦୁଇ ଦିନିଆ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ଉତ୍ସାହ ଓ ମହକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି !