Site icon Awaj Media

ଗଜପତି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ ସମୀକ୍ଷା ବୈଠକ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟର ସମ୍ମେଳନ କକ୍ଷ ରେ ସମୀକ୍ଷା ବୈଠକ ଅନୁଷ୍ଠିତ ! ବୈଠକରେ ଶ୍ରୀଯୁକ୍ତ କୃଷ୍ଣଚନ୍ଦ୍ର ପାତ୍ର, ମାନ୍ୟବର ମନ୍ତ୍ରୀ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ମୂଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ! ଏଥିରେ ପାରଳାଖେମୁଣ୍ଡି ବିଧାୟକ ଶ୍ରୀ ରୁପେଶ କୁମାର ପାଣିଗ୍ରାହୀ, ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ, ଗୋଷାଣି ଅଧକ୍ଷ ଏନ. ଭୀର ରାଜୁ, ଜିଲ୍ଲା ପରିଷଦ ଏସ. ବାଲରାଜୂ ଉପସ୍ଥିତ ଥିଲେ !

Exit mobile version