ବରଗଡ ( ଆୱାଜ ମିଡ଼ିଆ ) – କୃପାସିନ୍ଧୁ ମହାନ୍ତି : ୱିନର ବ୍ରାଇଟ ଫିଉଚର ସ୍କୁଲ ର ବାର୍ଷିକ ଉତ୍ସବ ! ବରଗଡ ଜିଲ୍ଲା ରାଜବୋରାସମ୍ବର ବ୍ଲକ ର ଖୁଣ୍ଟପାଲି ସ୍ଥିତ ୱିନର ବ୍ରାଇଟ ଫିଉଚର ସ୍କୁଲ ର ନବମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ! କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ରୂପେ ବରଗଡ ସାଂସଦ ପ୍ରଦୀପ ପୁରୋହିତ ଓ ତାଙ୍କ ଧର୍ମ ପତ୍ନୀ ଯୋଗ ଦେଇଥିଲେ ! କାର୍ଯ୍ୟକ୍ରମ କୁ ସ୍କୁଲ ର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ ପରିଚାଳନା କମିଟି ଆୟୋଜନ କରିଥବା ବେଳେ ସ୍କୁଲ ର ସମସ୍ତ ଛାତ୍ର ଛାତ୍ରୀ ଓ ଅଭିଭାବକ ମାନେ ମଧ୍ୟ ଯୋଗ ଦେଇ ସାଂସ୍କୃତି କ କାର୍ଯ୍ୟକ୍ରମ କୁ ଉପଭୋଗ କରିଥିଲେ ! ପରିଶେଷରେ ସ୍କୁଲ ର ଚେୟାରମ୍ୟାନ ଶ୍ରୀକାନ୍ତ ମିଶ୍ର ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ !
ଖୁଣ୍ଟପାଲି ସ୍ଥିତ ୱିନର ବ୍ରାଇଟ ଫିଉଚର ସ୍କୁଲ ର ନବମ ବାର୍ଷିକ ଉତ୍ସବ ଅନୁଷ୍ଠିତ !!!

