ବାଙ୍ଗଲାଦେଶରେ ହିନ୍ଦୁ ମାନଙ୍କ ଉପରେ ହେଉଥିବା ଅତ୍ୟାଚାର ବିରୋଧରେ ବିଶାଳ ହିନ୍ଦୁ ସମାବେଶ !!!

0
41

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ବାଙ୍ଗଲାଦେଶରେ ହିନ୍ଦୁ ମାନଙ୍କ ଉପରେ ହେଉଥିବା ଅତ୍ୟାଚାର ବିରୋଧରେ ବିଶାଳ ହିନ୍ଦୁ ସମାବେଶ ! ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରୁ ହିନ୍ଦୁ ସୁରକ୍ଷା ମଞ୍ଚ ପକ୍ଷରୁ ବିଶାଳ ଶୋଭାଯାତ୍ରା ଆରମ୍ଭ ହୋଇ ହିନ୍ଦୁ ଗଣ ବିକ୍ଷୋଭ ଅନୁଷ୍ଠିତ ହୋଇଯାଇଛି । ବାଙ୍ଗଲାଦେଶରେ ହିନ୍ଦୁ ମାନଙ୍କୁ ବାରମ୍ବାର ଅତ୍ୟାଚାର ସହ ମାଆ ଭଉଣୀଙ୍କ ପ୍ରତି ହେଉଥିବା ଅମାନବୀୟ ଅତ୍ୟାଚାର ପ୍ରତିବାଦରେ ବିଶାଳ ହିନ୍ଦୁ ସମାବେଶ ଆୟୋଜିତ ହୋଇଛି ! ଗଜପତି ଜିଲ୍ଲାପାଳଙ୍କ ଜରିଆରେ ମହାମହିମ ରାଷ୍ଟ୍ରପତି ଓ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରାଯାଇଛି ।

LEAVE A REPLY

Please enter your comment!
Please enter your name here