Site icon Awaj Media

ବାରଣାସୀ ସରକାରୀ ଉଚ୍ଚ ବିଦ୍ୟାଳୟ ର 70 ତମ ବାର୍ଷିକ ଉତ୍ସବ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ବାରଣାସୀ ସରକାରୀ ଉଚ୍ଚ ବିଦ୍ୟାଳୟ ର 70 ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାରଳା ବିଧାୟକ ଇଂ ରୁପେଶ କୁମାର ପାଣିଗ୍ରାହୀ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରିଥିଲେ l ଅନ୍ୟତମ ଅତିଥି ଭାବେ ଜିଲ୍ଲା ପରିଷଦ ଅଧକ୍ଷ ଜି. ତିରୁପତି ରାଓ, କାଶୀନଗର ବ୍ଲକ ଅଧକ୍ଷା ଵାଲା ସାୟାମ୍ମା, କାଶୀନଗର ବ୍ଲକ ବିଡ଼ିଓ ଡ଼ମ୍ବୁରୁଧର ମଲ୍ଲିକ, ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧକ୍ଷା ଏମ. ସୁଧାରାଣୀ, ବ୍ଲକ ଉପାଧକ୍ଷ ରଘୁରାମ ସାହୁ, କାଉନସିଲର କାଟିକି ରାମା ରାଓ ପ୍ରମୁଖ ଯୋଗ ଦେଇଥିଲେ !

Exit mobile version