ବାର୍ଷିକ କ୍ରୀଡା ଉତ୍ସବ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ନାମନଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ଚଳିତ ଶିକ୍ଷାବର୍ଷ 2024 – 25 ର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ! ପ୍ରଥମ ଦିନରେ ବିଦ୍ୟାଳୟ ଶିକ୍ଷା କମିଟି ର ଶ୍ରୀମତୀ ବିରାଜିନୀ ପାଇକ , ରସାନାଲି ସାହୁ ଓ ପ୍ରଧାନ ଶିକ୍ଷକ ଶ୍ରୀ ହରିହର ଦାଶ ଅତିଥି ଭାବରେ ଯୋଗଦେଇ ଶୁଭ ଉଦ୍ଘାଟନ କରିଥିଲେ ! କ୍ରୀଡା ଶିକ୍ଷୟିତ୍ରୀ ଶ୍ରୀମତୀ ଭକ୍ତିଲତା ରାଉତ , ସମସ୍ତ ଶିକ୍ଷକ , ଶିକ୍ଷୟତ୍ରୀ ଙ୍କ ସହଯୋଗରେ ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନେ ଉପକନିଷ୍ଠ, କନିଷ୍ଠ ଓ ବରିଷ୍ଠ ବିଭାଗ କ୍ରୀଡା ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ |

Leave a Reply

Your email address will not be published. Required fields are marked *