ଜଳ ସମ୍ପଦ ବିଭାଗ ତରଫରୁ ପାଣି ପଞ୍ଚାୟତ ପକ୍ଷର ବୈଠକ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ନିଲାପୁର ଠାରେ ଜଳ ସମ୍ପଦ ବିଭାଗ ତରଫରୁ ପାଣି ପଞ୍ଚାୟତ ପକ୍ଷର ବୈଠକ ଅନୁଷ୍ଠିତ ହୋଇଯାଇଛି ! ଏଥିରେ ପାରଳା ବିଧାୟକ ଇଂ ରୁପେଶ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ମାନପତ୍ର ପ୍ରଦାନ କରିଥିଲେ ! ଏହି ବୈଠକରେ ଜ଼ିଲ୍ଲା ପରିଷଦ ଅଧକ୍ଷ ଜି. ତିରୁପତି ରାଓ, କାଶୀନଗର ବ୍ଲକ ଅଧକ୍ଷା ବାଲା ସାଇମ୍ମା, ଗୁମ୍ମା ବ୍ଲକ ଅଧକ୍ଷା ସୁନେମି ମଣ୍ଡଳ, କ୍ଷୁଦ୍ର ଜଳସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ଇଂ କିରଣ କୁମାର ସୁବୁଦ୍ଧି ଏବଂ ଅନ୍ୟାନ୍ୟ ସରପଞ୍ଚ ସମିତି ମାନେ ଉପସ୍ଥିତ ଥିଲେ !

Leave a Reply

Your email address will not be published. Required fields are marked *