ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଲୁଗାଁ ନେତାଜୀ ୟୁଥ୍ କ୍ଳବ ର ୩୨ ତମ ବାର୍ଷିକ ଉତ୍ସବ ଓ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳନ !!!

ବାଲୁଗାଁ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଉତ୍ସବ ଅବସରରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ସାନ୍ତରାପୁର…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ଦୁଇ ଫେରାର ଆସାମୀ ୱାରେଣ୍ଟ ବଳରେ ଗିରଫ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ପୁଲିସ ମଙ୍ଗଳବାର ଦୁଇ…

ଆମ ରିପୋଟରଜଗତସିଂହପୁରଜିଲ୍ଲା

ପାରାଦୀପ ପିଆଇସିଟି କମ୍ପାନୀ ୫ ନଂ ଗେଟ୍ ନିକଟରେ ଗୁରୁତର ଅବସ୍ଥାରେ ହରିଣ ଉଦ୍ଧାର !!!

ପାରାଦୀପ ( ଆୱାଜ ମିଡ଼ିଆ ) – ଚକ୍ରବର୍ତ୍ତୀ ଓତା : ପାରାଦୀପ ପିଆଇସିଟି କମ୍ପାନୀ ୫ ନଂ ଗେଟ୍ ନିକଟରେ ଗୁରୁତର ଅବସ୍ଥାରେ ଏକ ହରିଣ…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ରାଜମିସ୍ତ୍ରୀ କୁ ନିର୍ମମ ହତ୍ୟା ଘଟଣା : ତିନିଦିନ ପରେ ମଧ୍ୟ ପୁଲିସ ର ହାତ ଖାଲି !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ପଣସପଡ଼ି ସାହିର ପ୍ରଶାନ୍ତ ପୂଜାରୀ ନାମକ ଜଣେ…

ଆମ ରିପୋଟରକଟକଖୋର୍ଦ୍ଧାଜିଲ୍ଲାରାଜନୀତିରାଜ୍ୟସମ୍ବଲପୁର

ସମଲେଇ ପ୍ରକଳ୍ପ ଲୋକାର୍ପଣ ଦିନକୁ ସ୍କୁଲ କଲେଜ ପାଇଁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ !!!

ଭୁବନେଶ୍ବର ( ଆୱାଜ ମିଡ଼ିଆ ) – ନିରଞ୍ଜନ ସାହୁ – ଓଡ଼ିଶାର ପ୍ରମୁଖ ଶକ୍ତି ପୀଠ ତଥା ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ…

ଆମ ରିପୋଟରକନ୍ଧମାଳଜିଲ୍ଲା

ବାଲିଗୁଡାରେ ନେତାଜୀ ଓ ସୁରେନ୍ଦ୍ର ସାଏ ଙ୍କ ଜୟନ୍ତୀ ପାଳିତ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଦେଶଭକ୍ତ, ମୁକ୍ତି ସଂଗ୍ରାମର ଅବିସ୍ମରଣୀୟ ଯୋଦ୍ଧା ବୀର…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଗୋଦାବରୀଶ ମହାବିଦ୍ୟାଳୟ ରେ ‘ଜଗନ୍ନାଥ ସଂସ୍କୃତି ‘ବିଷୟ ରେ ଆଲୋଚନା ଚକ୍ର !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଗୋଦାବରୀଶ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀଯୁକ୍ତ ବିନାୟକ ହୋତା ଙ୍କ ସଭାପତିତ୍ବ ରେ ଓଡ଼ିଶା…

ଆମ ରିପୋଟରକଟକଜିଲ୍ଲା

ପୁଣ୍ୟତୋୟା ଭାରତ ବର୍ଷର ଦ୍ୱାଦଶ ବାର୍ଷିକ ଉତ୍ସବ ଅନୁଷ୍ଠିତ !!!

କଟକ ସଦର ( ଆୱାଜ ମିଡ଼ିଆ ) – ଶ୍ରୀକାନ୍ତ ବେଉରା – ଓଡ଼ିଶାର ବରପୁତ୍ର ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଲୁଗାଁ ମହାବିଦ୍ୟାଳୟରେ ଶ୍ରୀ ଜଗନ୍ନାଥ ଓ ବିଶ୍ୱ ସଂସ୍କୃତି ଶୀର୍ଷକ ଆଲୋଚନାଚକ୍ର !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ରାଜ୍ୟ ସରକାରଙ୍କ ଆର୍ଥିକ ପ୍ରୋତ୍ସାହନରେ ନୂତନ ଉନ୍ନତ ଅଭିଳାଷ ଓଡିଶା ତଥା ଶ୍ରୀଜଗନ୍ନାଥ ପରିକ୍ରମା…

ଆମ ରିପୋଟରକଟକଜିଲ୍ଲା

ଝଡ଼େଶ୍ୱରପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ !!!

କଟକ ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : କଟକ ଜିଲ୍ଲା ମାହାଙ୍ଗା ବ୍ଲକ୍ ଝଡ଼େଶ୍ୱରପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ବିଶ୍ଵ ଓଡ଼ିଆ…