ବାଙ୍କୀ ( ଆୱାଜ ମିଡ଼ିଆ ) – ଅନନ୍ତ ରଣା : ବାଙ୍କୀ ଉପଜିଲ୍ଲାପାଳ ପ୍ରଣବ କୁମାର ବେହେରା ଙ୍କ ଅଧକ୍ଷତା ରେ ଗ୍ରୀଷ୍ମ ପ୍ରବାହ କୁ ଦୃଷ୍ଟି ରେ ରଖି ପ୍ରଶାସନିକ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି ! ଏହି ବୈଠକ ରେ ସମସ୍ତ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହିଥିଲେ ! ମୁଖ୍ୟତଃ ଆବଶ୍ୟକୀୟ ପାଣି ର ବ୍ୟବସ୍ଥା ସାଙ୍ଗକୁ ବିଦ୍ୟୁତ କାଟ ଅନ୍ୟ ପଟେ ଅଂଶୁଘାତ ମୁକାବିଲା ପାଇଁ ଉପଖଣ୍ଡ ସ୍ତରୀୟ ହସ୍ପିଟାଲ ରେ ଆବଶ୍ୟକୀୟ ବ୍ୟବସ୍ଥା ଉପରେ ଆଲୋଚନା ହୋଇଥିଲା ! ବାଙ୍କୀ ସହର କୁ ଆସୁଥିବା ପଥଚାରି ବାଟୋଇ ମାନଙ୍କ ପାଇଁ ବିଭିନ୍ନ ଛକ ଗୁଡିକ ରେ ଜଳଛତ୍ର ର ସ୍ୱତନ୍ତ୍ର ବ୍ୟବସ୍ଥା କରିବା ପାଇଁ ଏନଏସି ନିର୍ବାହୀ ଅଧିକାରୀ ଙ୍କୁ ନିର୍ଦ୍ଦେଶ ଦିଆଯାଇଛି !
ଗ୍ରୀଷ୍ମ ପ୍ରବାହ କୁ ଦୃଷ୍ଟି ରେ ରଖି ପ୍ରଶାସନିକ ସ୍ତରୀୟ ବୈଠକ !!!

