ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ଆସନ୍ତା ୨୧ ତାରିଖ,ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ।
ଆସନ୍ତା ୨୧ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ !!!

