ଶପଥ ନେଲେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି !!! Awaj Media 9 months ago Spread the love କଟକ ( ଆୱାଜ ମିଡ଼ିଆ ) – ପ୍ରଦୀପ ରାଜ : ଶପଥ ନେଲେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ! ମାନସ ରଞ୍ଜନ ପାଠକ ଓଡିଶା ହାଇକୋର୍ଟ ର ମୁଖ୍ୟ ବିଚାରପତି ଭାବରେ ଶପଥ ନେଇଛନ୍ତି !