ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଆଦର୍ଶ ବିଦ୍ୟାଳୟ ଠାରେ ସ୍ୱାଧୀନତା ଦିବସ ପାଳନ କରାଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ପାରଳାଖେମୁଣ୍ଡି ବିଧାୟକ ଇଂ ରୁପେଶ କୁମାର ପାଣିଗ୍ରାହୀ ଯୋଗ ଦେଇଥିଲେ l ଏଥିରେ ବିଦ୍ୟାଳୟ କତୃପକ୍ଷ ଏବଂ ଛାତ୍ର ଛାତ୍ରୀ ମାନେ ବିଧାୟକଙ୍କୁ ଭବ୍ୟ ସ୍ୱାଗତ ଜଣେଇଥିଲେ l ଏହି ସ୍ୱାଧୀନତା ଦିବସରେ ବିଧାୟକ ପ୍ରତିଯୋଗିତାରେ କୃତକାର୍ଯ୍ୟ ଛାତ୍ର ଛାତ୍ରୀ ମାନଙ୍କୁ ମାନପତ୍ର ପ୍ରଦାନ କରିଥିଲେ l ବିଧାୟକ ଙ୍କ ସହ ଗୁମ୍ମା ବ୍ଲକ ଅଧକ୍ଷା ସୁନେମି ମଣ୍ଡଳ ଉପସ୍ଥିତ ଥିଲେ l
ଗୁମ୍ମା ବ୍ଲକ ଆଦର୍ଶ ବିଦ୍ୟାଳୟ ଠାରେ ସ୍ୱାଧୀନତା ଦିବସ ପାଳନ !!!

