Site icon Awaj Media

ବିଦ୍ୟାଳୟରେ ଅତିରିକ୍ତ ଶ୍ରେଣୀ ଗୃହ ନିର୍ମାଣ ପାଇଁ ଭିତ୍ତି ସ୍ଥାପନ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଶ୍ରୀବିଷ୍ଣୁପୁର ର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ହନାଲି ଜଗନ୍ନାଥପୁର ର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅତିରିକ୍ତ ଶ୍ରେଣୀ ଗୃହ ନିର୍ମାଣ କାର୍ଯ୍ୟ ପାଇଁ ଶିଳାନ୍ୟାସ କରି ଶୁଭଦେଲେ ମାନ୍ୟବର ପାରଳା ବିଧାୟକ ଇଂ ରୂପେଶ କୁମାର ପାଣିଗ୍ରାହୀ l ଏଥିରେ ବିଧାୟକ ସହ ଜି.ତିରୁପତି ରାଓ, କାଉନସିଲର କେ ସୀତାପୁର , ସରପଞ୍ଚ କେ.ତେଜା ଏବଂ ଶିକ୍ଷକ ଶିକ୍ଷୟତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ l

Exit mobile version