Site icon Awaj Media

ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ହାଇସ୍କୁଲ ଛକ ନିକଟରେ ଥିବା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରିବା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନ ଅବସରରେ କେକ କାଟି ତାଙ୍କର ଜନ୍ମଦିନ ପାଳନ କରାଯାଇଥିଲା ! ଏହାପରେ ଏକ ପଦଯାତ୍ରା ଆରମ୍ଭ ହୋଇଥିଲା ।ଏହି ପଦଯାତ୍ରା ଭୃଗୁ ବକ୍ସିପାତ୍ର, ପାରଳା ବିଧାୟକ ଇଂ ରୂପେଶ ପାଣିଗ୍ରାହୀ, ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ ତିରୁପତି ରାଓ, ଜିଲ୍ଲା ବିଜେଡ଼ି ସଭାପତି ପ୍ରଦୀପ ନାୟକ ଙ୍କ ସମେତ ବିଜେଡି ର ଜନ ପ୍ରତିନିଧି କର୍ମୀ ନେତା ପ୍ରମୁଖ ଉପସ୍ଥିତ ରହି ସହର ପରିକ୍ରମା କରିଥିଲେ !

Exit mobile version