ଆମ ରିପୋଟରଗଜପତିଜିଲ୍ଲା

ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ଦିନିଆ କର୍ମଶାଳା !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଆନ୍ତର୍ଜାତୀୟ ମହିଳା ଦିବସ ୨୦୨୬ ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ଦିନିଆ କର୍ମଶାଳା…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲାସ୍ମାର୍ଟ ସିଟି

କାହ୍ନୁ ଚରଣ ଲେଙ୍କାଙ୍କ ଦେହାନ୍ତରେ ସି.ପି.ଆଇ(ଏମ୍) ଓଡ଼ିଶା ରାଜ୍ୟ କମିଟିର ଗଭୀର ଶୋକ !!!

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ଶାଶ୍ଵତୀ ନାୟକ : ପୁର୍ବତନ ରେଳ ରାଷ୍ଟ୍ରମନ୍ତ୍ରୀ ଓଡ଼ିଶାର ବରିଷ୍ଠ କଂଗ୍ରେସ ନେତା ଶ୍ରୀ କାହ୍ନୁ ଚରଣ ଲେଙ୍କାଙ୍କ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲାନବରଙ୍ଗପୁର

ନବରଙ୍ଗପୁର ଠାରେ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ !!!

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ନିରଞ୍ଜନ ସାହୁ : ନବରଙ୍ଗପୁର ଠାରେ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ! ନବରଙ୍ଗପୁର ସମେତ…

ଆମ ରିପୋଟରଗଜପତିଜିଲ୍ଲା

ମହିଳା ମାନଙ୍କୁ ସିଲେଇ ଶିକ୍ଷା ତାଲିମ କାର୍ଯ୍ୟକ୍ରମର ଉଦଯାପନ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ-ଗଜପତି,ପାରଳାଖେମୁଣ୍ଡି ଦ୍ଵାରା ମହିଳା ମାନଙ୍କୁ ମହିଳା ସିଲେଇ ଶିକ୍ଷା…

ଆମ ରିପୋଟରଗଜପତିଜିଲ୍ଲା

ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ ପଶ୍ଚିମବଙ୍ଗ ର ଏକକ ମାତୃ ପରିବାର !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାରୁ ୭୮ ତମ ଶିଶୁଙ୍କୁ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀଯୁକ୍ତ ମୁନୀନ୍ଦ୍ର ହୋନନାଗା…

ଆମ ରିପୋଟରଜିଲ୍ଲାବରଗଡ଼

ମହାତ୍ମାଗାନ୍ଧୀଙ୍କ ଉଦ୍ଦେଶ୍ୟରେ ନୃସିଂହନାଥ ଠାରେ ତିଳ ତର୍ପଣ କଲେ ପାଣିମୋରା ଗ୍ରାମବାସୀ !!!

ପାଇକମାଳ ( ଆୱାଜ ମିଡ଼ିଆ ) – କୃଷ୍ଣଚନ୍ଦ୍ର ସାହୁ : ବରଗଡ଼ ଜିଲ୍ଲା ସୋହେଲା ବ୍ଲକ ଅନ୍ତର୍ଗତ ସଂଗ୍ରାମୀ ପୀଠ ପାଣିମୋରା ଗ୍ରାମବାସୀ ପଶ୍ଚିମ ଓଡିଶାର…

ଆମ ରିପୋଟରଗଜପତିଜିଲ୍ଲା

ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟ ପକ୍ଷରୁ ଚାଷୀ ସଂପ୍ରଦାୟକୁ ସଶକ୍ତ କରିବା ଏବଂ କୃଷି ନବ ସୃଜନକୁ ପ୍ରୋତ୍ସାହିତ କରିବା ପାଇଁ ଚତୁର୍ଥଉତ୍କଳ କୃଷିମେଳା ୨୦୨୬ ଉଦଘାଟିତ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଉପକଣ୍ଠରେ ଥିବା ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟ ପରିସରରେ ଉତ୍କଳ…

ଆମ ରିପୋଟରକଟକଜିଲ୍ଲା

ସ୍ବର୍ଗତ ଶିକ୍ଷକ ମାନଙ୍କ ପ୍ରତିମୂର୍ତ୍ତି କରିବ 1999 ମାଟ୍ରିକ ବ୍ୟାଚ !!!

ଡମପଡା ( ଆୱାଜ ମିଡ଼ିଆ ) – ସୁବ୍ରତ କୁମାର ନାୟକ : ଆଜକୁ ଛବିଶି ବର୍ଷ ହେବ ପ୍ରତିବର୍ଷ ଯିଏ ଯୋଉଠି ନିଜ କର୍ମକ୍ଷେତ୍ରରେ ଥିଲେବି,…