ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ଙ୍କ ଜନ ଅଭିଯୋଗ ଶୁଣାଣୀ !!!

Spread the love

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ନିରଞ୍ଜନ ସାହୁ : ପ୍ରଚଣ୍ଡ ରୌଦ୍ର ତାପ ଯୋଗୁଁ ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ଙ୍କ ଜନ ଅଭିଯୋଗ ଶୁଣାଣୀ ! ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ଦ୍ୱାରା ଏନେଇ ବିଧିବଦ୍ଧ ଭାବରେ ସୂଚନା ଦିଆଯାଇଛି !

Leave a Reply

Your email address will not be published. Required fields are marked *