ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ନିରଞ୍ଜନ ସାହୁ : କଳାହାଣ୍ଡି ସଂସଦୀୟ କ୍ଷେତ୍ରର ବିକାଶ ନେଇ ଆଲୋଚନା କଲେ ସାଂସଦ ଏବଂ ମୁଖ୍ୟମନ୍ତ୍ରୀ ! କଳାହାଣ୍ଡି ସାଂସଦ ଶ୍ରୀମତୀ ମାଳବିକା ଦେବୀ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ତାଙ୍କ ସଂସଦୀୟ କ୍ଷେତ୍ରର ବିକାଶ ମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଛନ୍ତି | ଆଗମୀ ଦିନରେ କିପରି ଭାବରେ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ସମସ୍ତ ଯୋଜନା ତୃଣମୂଳ ସ୍ତରରେ ଲୋକଙ୍କ ପାଖରେ ପହଂଚି ପାରିବ ସେନେଇ ବହୁ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିଲା !
କଳାହାଣ୍ଡି ସଂସଦୀୟ କ୍ଷେତ୍ରର ବିକାଶ ନେଇ ଆଲୋଚନା କଲେ ସାଂସଦ ଏବଂ ମୁଖ୍ୟମନ୍ତ୍ରୀ !!!

