Site icon Awaj Media

ମହେନ୍ଦ୍ରଗିରି ରେ ସାମୁହିକ ସ୍ୱଚ୍ଛତା ଅଭିଯାନ କାର୍ଯ୍ୟକ୍ରମ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ମହେନ୍ଦ୍ରଗିରି ଠାରେ ସାମୁହିକ ସ୍ୱଚ୍ଛତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ! ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ପାରଳା ବିଧାୟକ ରୂପେସ ପାଣିଗ୍ରାହୀ ଯୋଗଦେଇ ପତାକା ଦେଖାଇ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । ପ୍ରଥମେ ବୁରୁକୁତୁ ଛକ ଠାରୁ ସ୍ୱଚ୍ଛତା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା , ପରେ ମହେନ୍ଦ୍ରଗିରି ପାହାଡ ଶିଖରରେ ସଫେଇ କାର୍ଯ୍ୟକ୍ରମ ହୋଇଥିଲା ! ଏହି ସ୍ୱଚ୍ଛତା କାର୍ଯ୍ୟକ୍ରମ ରେ ବିଧାୟକଙ୍କ ସମେତ ଜିଲ୍ଲାପାଳ ସୁନିଲ ଅଗ୍ରୱାଲ, ବନବିଭାଗ ଅଧିକାରୀ କେ ନାଗରାଜୁ ଏବଂ ସମସ୍ତ ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Exit mobile version