Site icon Awaj Media

ଜାତି – ଜନଜାତି ସମ୍ବାଦ କାର୍ଯ୍ୟକ୍ରମ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା କାଶୀନଗର ବ୍ଲକ ର ବୈଠକ ଗୃହ ଠାରେ ବିକାଶ ର ଧାରା ଓଡ଼ିଶା ସରକାର ଙ୍କ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇ ଯାଇଛି ! ଏହି କାର୍ଯ୍ୟକ୍ରମରେ କାଶୀନଗର ବ୍ଲକ ଅଧ୍ୟକ୍ଷା , ଗୋଷ୍ଠୀ ଉନ୍ନୟନ ଅଧିକାରୀ, ସାଂସଦ ଙ୍କ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ । ଜାତି – ଜନଜାତି ସମ୍ବାଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସରକାରଙ୍କ ବିକାଶ ଧାର ଉପରେ ଆଲୋଚନା ହୋଇଥିଲା । ଏହି କାର୍ଯ୍ୟକ୍ରମରେ ସ୍ୱୟଂ ସହାୟକ ଗୋଷ୍ଠୀ ପ୍ରମୁଖ ଉପସ୍ଥିତ ଥିବା ସହ ତହସିଲଦାର , ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ, ବିଭିନ୍ନ ବିଭାଗ କର୍ମଚାରି , ଗୋଷ୍ଠୀଗତ ନେତା ଓ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ ।

Exit mobile version